Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତଥାପି ତୁମ୍ଭେ କହିଲ, ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି। ତୁମ୍ଭେ କହୁଅଛ, ଆମ୍ଭେ ପାପ କରି ନାହୁଁ, ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।

Gade chapit la Kopi

ଓଡିଆ ବାଇବେଲ

35 ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।

Gade chapit la Kopi

ପବିତ୍ର ବାଇବଲ

35 ତୁମ୍ଭେ କହିବାକୁ ଲାଗୁଛ, ‘ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ, ପରମେଶ୍ୱର ତାଙ୍କର କ୍ରୋଧକୁ ଆମ୍ଭଠାରୁ ଦୂରେଇ ନେବେ।’ ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଗ୍ଭର କରିବା କାରଣ ତୁମ୍ଭେ କହୁଛ, ‘ଆମ୍ଭେ ନିର୍ଦ୍ଦୋଷୀ।’

Gade chapit la Kopi




ଯିରିମୀୟ 2:35
11 Referans Kwoze  

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।


ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।


‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;


ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।


ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’


Swiv nou:

Piblisite


Piblisite