ଯିରିମୀୟ 2:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)37 ତୁମ୍ଭେ ଆପଣା ମୁଣ୍ତରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ଵାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ଵାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। Gade chapit laଓଡିଆ ବାଇବେଲ37 ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। Gade chapit laପବିତ୍ର ବାଇବଲ37 ଆଉ ତୁମ୍ଭେ ମିଶରରୁ ମଧ୍ୟ ବାହାରି ଯିବ ଓ ଲଜ୍ଜାରେ ତୁମ୍ଭେ ଆପଣା ମୁହଁ ଲୁଗ୍ଭଇବ, କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରିଅଛନ୍ତି। ତୁମ୍ଭେମାନେ ସେମାନଙ୍କ ସାହାଯ୍ୟ ଦ୍ୱାରା ଉନ୍ନତି କରି ପାରିବ ନାହିଁ। Gade chapit la |