ଯିରିମୀୟ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ। Gade chapit laଓଡିଆ ବାଇବେଲ10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।’” Gade chapit laପବିତ୍ର ବାଇବଲ10 ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦଗ୍ଧ କରିବ।’” Gade chapit la |