ଯିରିମୀୟ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ। Gade chapit laଓଡିଆ ବାଇବେଲ19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ। Gade chapit laପବିତ୍ର ବାଇବଲ19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।