ଯିରିମୀୟ 22:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। Gade chapit laଓଡିଆ ବାଇବେଲ22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। Gade chapit laପବିତ୍ର ବାଇବଲ22 ତୁମ୍ଭ ପ୍ରତି ଶାସ୍ତି ସ୍ୱରୂପ ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଉଡ଼ାଇ ନେବ ଓ ତୁମ୍ଭର ଆଚ୍ଛାଦନ ବନ୍ଦୀତ୍ୱ ସ୍ଥାନକୁ ଯିବ। ସେହି ସମୟରେ ତୁମ୍ଭେ ନିଜର ସକଳ ଦୁଷ୍ଟାଚରଣ ଯୋଗୁଁ ଲଜ୍ଜିତ ଓ ଆକୁଳିତ ହେବ। Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।