Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ଵର ଅଟୁ ଓ ଦୂରରେ ପରମେଶ୍ଵର ନୋହୁଁ?

Gade chapit la Kopi

ଓଡିଆ ବାଇବେଲ

23 ସଦାପ୍ରଭୁ କହନ୍ତି, “ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ ?”

Gade chapit la Kopi

ପବିତ୍ର ବାଇବଲ

23 ସଦାପ୍ରଭୁ କହନ୍ତି, “ଆମ୍ଭେ ପରମେଶ୍ୱର, ଆମ୍ଭେ କି ନିକଟ କି ଦୂର ସବୁସ୍ଥାନରେ ପରମେଶ୍ୱର ଅଟୁ।

Gade chapit la Kopi




ଯିରିମୀୟ 23:23
7 Referans Kwoze  

ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,


ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”


ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।


ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।


Swiv nou:

Piblisite


Piblisite