ଯିରିମୀୟ 23:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। Gade chapit laଓଡିଆ ବାଇବେଲ30 ଏଥିପାଇଁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” Gade chapit laପବିତ୍ର ବାଇବଲ30 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” Gade chapit la |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।