ଯିରିମୀୟ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି। Gade chapit laଓଡିଆ ବାଇବେଲ1 ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି। Gade chapit laପବିତ୍ର ବାଇବଲ1 ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ଯିରୁଶାଲମରୁ ବନ୍ଦୀକରି ବାବିଲକୁ ନେଇଗଲା ଉତ୍ତାରେ, ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖା ଯାଇଅଛି। Gade chapit la |