ଯିରିମୀୟ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Gade chapit laଓଡିଆ ବାଇବେଲ9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Gade chapit laପବିତ୍ର ବାଇବଲ9 ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ। Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।