Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରର ରବ ଓ କନ୍ୟାର ରବ, ଚକିର ଶଦ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।

Gade chapit la Kopi

ପବିତ୍ର ବାଇବଲ

10 ଆଉ ମଧ୍ୟ ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦ, ପ୍ରମୋଦ, ଧ୍ୱନି, ବରକନ୍ୟାଙ୍କର ସୁଖ ଓ ହର୍ଷ ଧ୍ୱନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା।

Gade chapit la Kopi




ଯିରିମୀୟ 25:10
14 Referans Kwoze  

ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।


ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।


ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।


ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ


କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”


ପୁଣି, ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।


ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।


ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।


ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।


Swiv nou:

Piblisite


Piblisite