Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଦଦାନ୍ ଓ ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ତନକାରୀ ସମସ୍ତ ଲୋକଙ୍କୁ;

Gade chapit la Kopi

ଓଡିଆ ବାଇବେଲ

23 ଦଦାନ୍‍, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;

Gade chapit la Kopi

ପବିତ୍ର ବାଇବଲ

23 ପୁଣି ଦଦାନ୍, ଢେମା ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସେହି ପାତ୍ରରୁ ପାନ କଲେ।

Gade chapit la Kopi




ଯିରିମୀୟ 25:23
15 Referans Kwoze  

ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।


ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।


ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ।


ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,


ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।


ହଦଦ୍‍ ଓ ତେମା, ଯିଟୁର, ନାଫୀଶ୍‍ ଓ କେଦମା;


ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।


ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।


ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?


ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;


“ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।


Swiv nou:

Piblisite


Piblisite