ଯିରିମୀୟ 25:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ। Gade chapit laଓଡିଆ ବାଇବେଲ4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ। Gade chapit laପବିତ୍ର ବାଇବଲ4 ପୁଣି ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ। Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।