Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ, ଣ ପ୍ରେରିତ ୫:୩୪

Gade chapit la Kopi

ଓଡିଆ ବାଇବେଲ

17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,

Gade chapit la Kopi

ପବିତ୍ର ବାଇବଲ

17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।

Gade chapit la Kopi




ଯିରିମୀୟ 26:17
3 Referans Kwoze  

କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,


ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


Swiv nou:

Piblisite


Piblisite