Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟତ୍-ଯିୟାରୀମସ୍ଥ ସମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲା।

Gade chapit la Kopi

ଓଡିଆ ବାଇବେଲ

20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମ୍‍ସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

20 ଆହୁରି ସଦାପ୍ରଭୁଙ୍କ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା। ସେ କିରିୟତ୍-ସିୟାରୀମସ୍ଥ ସମୟିୟର ପୁତ୍ର ଉରିୟ; ସେ ଯିରିମିୟର ସମସ୍ତ ବାକ୍ୟପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଥିଲା।

Gade chapit la Kopi




ଯିରିମୀୟ 26:20
9 Referans Kwoze  

ସିନ୍ଦୁକ କିରୀୟଥ୍‍-ଯିୟାରୀମ୍‍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍‍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍‍ ବିଳାପ କଲେ।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”


ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।


କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।


ଏହି ଯିହୋୟାକୀମ୍‍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।


Swiv nou:

Piblisite


Piblisite