ଯିରିମୀୟ 27:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ? Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା କାହିଁକି ମରିବ? Gade chapit laଓଡିଆ ବାଇବେଲ13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ ? Gade chapit laପବିତ୍ର ବାଇବଲ13 ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ଯୁଦ୍ଧରେ, ଦୁର୍ଭିକ୍ଷରେ ଓ ମହାମାରୀରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସେବା କରନ୍ତି ନାହିଁ, ସେମାନଙ୍କ ପାଇଁ ଏହା ଘଟିବ। Gade chapit la |