ଯିରିମୀୟ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି। Gade chapit laଓଡିଆ ବାଇବେଲ15 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।’” Gade chapit laପବିତ୍ର ବାଇବଲ15 ପୁଣି ସଦାପ୍ରଭୁ କହନ୍ତି, ‘ମୁଁ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବି ନାହିଁ। ସେମାନେ ମିଥ୍ୟା ପ୍ରଗ୍ଭର କରନ୍ତି ଓ ମୋ’ ନାମରେ ତାହା ପ୍ରଗ୍ଭର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦେବି ଓ ତୁମ୍ଭେମାନେ ବିନଷ୍ଟ ହେବ, ତୁମ୍ଭେମାନେ ଓ ସେହି ପ୍ରଗ୍ଭରକ ଭବିଷ୍ୟଦ୍ବକ୍ତାଗଣ ବିନଷ୍ଟ ହେବ।’” Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।