ଯିରିମୀୟ 28:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’” Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ। Gade chapit laଓଡିଆ ବାଇବେଲ14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’” Gade chapit laପବିତ୍ର ବାଇବଲ14 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ରାଜାଗଣ ବାବିଲର ରାଜା ନବୂଖଦ୍ନିତ୍ସରର ସେବା କରିବେ। ଏଥିପାଇଁ ମୁଁ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛି। ସେମାନେ ତାହାର ସେବା କରିବେ ଆଉ ମଧ୍ୟ କ୍ଷେତ୍ରସ୍ଥ ପଶୁଗଣ ତାହାର ସେବା କରିବେ।’” Gade chapit la |
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”