ଯିରିମୀୟ 29:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ଵେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ। Gade chapit laଓଡିଆ ବାଇବେଲ13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।” Gade chapit laପବିତ୍ର ବାଇବଲ13 ପୁଣି ତୁମ୍ଭେମାନେ ଆମ୍ଭକୁ ଅନ୍ୱେଷଣ କରିବ। ଆଉ ସର୍ବାନ୍ତଃକରଣରେ ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ଖୋଜିବ ସେତେବେଳେ ଆମ୍ଭକୁ ପାଇବ।” Gade chapit la |
ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।