Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍‍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍-ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।

Gade chapit la Kopi

ଓଡିଆ ବାଇବେଲ

15 “ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍‍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି” ବୋଲି ତୁମ୍ଭେମାନେ କହିଅଛ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ବାବିଲକୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇ ଅଛନ୍ତି।”

Gade chapit la Kopi




ଯିରିମୀୟ 29:15
6 Referans Kwoze  

କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।


‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;


ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,


Swiv nou:

Piblisite


Piblisite