ଯିରିମୀୟ 29:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା। Gade chapit laଓଡିଆ ବାଇବେଲ17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା। Gade chapit laପବିତ୍ର ବାଇବଲ17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯିରୁଶାଲମରେ ଅବଶିଷ୍ଟ ଥିବା ଲୋକମାନଙ୍କ ପାଇଁ ଆମ୍ଭେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ଆଉ ଘୃଣାଜନକ ଭୋଜନ ଅଯୋଗ୍ୟ ମନ୍ଦ ଡିମ୍ବିରି ଫଳ ତୁଲ୍ୟ ସେମାନଙ୍କୁ କରିବା। Gade chapit la |