ଯିରିମୀୟ 29:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)19 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣକୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ଏହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ନୋହିଲ। Gade chapit laଓଡିଆ ବାଇବେଲ19 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି;” ମାତ୍ର ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।” Gade chapit laପବିତ୍ର ବାଇବଲ19 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ।” ପୁଣି ସଦାପ୍ରଭୁ କହନ୍ତି, “ସେମାନଙ୍କ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ। Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।