Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;

Gade chapit la Kopi

ଓଡିଆ ବାଇବେଲ

21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;

Gade chapit la Kopi

ପବିତ୍ର ବାଇବଲ

21 “କୋଲାୟର ପୁତ୍ର ଆହାବ ଓ ମାସେୟର ପୁତ୍ର ସିଦିକିୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। ତେଣୁ ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଆମ୍ଭେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ସେମାନଙ୍କୁ ପଠାଇବୁ। ଆଉ ସେ ସମସ୍ତ ଲୋକଙ୍କ ସମ୍ମୁଖରେ ସେମାନଙ୍କୁ ବଧ କରିବ।

Gade chapit la Kopi




ଯିରିମୀୟ 29:21
8 Referans Kwoze  

ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍‍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


Swiv nou:

Piblisite


Piblisite