ଯିରିମୀୟ 29:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’” Gade chapit laପବିତ୍ର ବାଇବଲ (Re-edited) - (BSI)32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା , ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି। Gade chapit laଓଡିଆ ବାଇବେଲ32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।” Gade chapit laପବିତ୍ର ବାଇବଲ32 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିହିଲାମୀୟ ଶମୟିୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା। ଏହି ଲୋକମାନଙ୍କ ମଧ୍ୟରେ ବାସ କରିବାକୁ ତାହାର କେହି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ।’” ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ଶମୟିୟକୁ ଦଣ୍ଡ ଦେବା, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’” Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।