ଯିରିମୀୟ 29:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ଵପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ଵପ୍ନରେ ମନୋଯୋଗ କର ନାହିଁ। Gade chapit laଓଡିଆ ବାଇବେଲ8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ। Gade chapit laପବିତ୍ର ବାଇବଲ8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଭବିଷ୍ୟଦ୍ବକ୍ତା ଓ ଗଣକମାନଙ୍କ କଥାରେ ଭୁଲ ନାହିଁ। ସେମାନେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋଯୋଗ କର ନାହିଁ। Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।