ଯିରିମୀୟ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ। Gade chapit laପବିତ୍ର ବାଇବଲ (Re-edited) - (BSI)22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ। Gade chapit laଓଡିଆ ବାଇବେଲ22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ। Gade chapit laପବିତ୍ର ବାଇବଲ22 ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ। ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।” “ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।” Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”