ଯିରିମୀୟ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Gade chapit laଓଡିଆ ବାଇବେଲ23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Gade chapit laପବିତ୍ର ବାଇବଲ23 ଉପପର୍ବତସମୂହରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ୟର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।