ଯିରିମୀୟ 30:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit laଓଡିଆ ବାଇବେଲ14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit laପବିତ୍ର ବାଇବଲ14 ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି। ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।