Biblia Todo Logo
Bib sou entènèt

- Piblisite -




ଯିରିମୀୟ 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟଏହି।

Gade chapit la Kopi

ଓଡିଆ ବାଇବେଲ

4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।

Gade chapit la Kopi

ପବିତ୍ର ବାଇବଲ

4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁ କହିଲେ।

Gade chapit la Kopi




ଯିରିମୀୟ 30:4
2 Referans Kwoze  

କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।


Swiv nou:

Piblisite


Piblisite