ଯିରିମୀୟ 31:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ଵୀପସମୂହରେ ତାହା ପ୍ରଚାର କରି କୁହ, ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ। Gade chapit laଓଡିଆ ବାଇବେଲ10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।” Gade chapit laପବିତ୍ର ବାଇବଲ10 “ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ଆଉ ଦୂରସ୍ଥ ଦ୍ୱୀପ ସମୂହରେ ତାହା ପ୍ରଗ୍ଭର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମେଷପଲକୁ ରକ୍ଷା କରେ, ସେପରି ସେ ତାହାକୁ ସୁରକ୍ଷା ଦେବେ।’ Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।