ଯିରିମୀୟ 31:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ଏହି କଥା କହନ୍ତି, ରାମାରେ ହାହାକାର ଓ ତୀବ୍ର ରୋଦନର ଶଦ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ-କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି। Gade chapit laଓଡିଆ ବାଇବେଲ15 ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।” Gade chapit laପବିତ୍ର ବାଇବଲ15 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାଯିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ, କାରଣ ସେମାନେ ମୃତ।” Gade chapit la |