ଯିରିମୀୟ 31:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’ Gade chapit laପବିତ୍ର ବାଇବଲ (Re-edited) - (BSI)19 ମୁଁ ଫେରିଲା ଉତ୍ତାରେ ନିତା; ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି। Gade chapit laଓଡିଆ ବାଇବେଲ19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’ Gade chapit laପବିତ୍ର ବାଇବଲ19 ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି। ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ ଲଜ୍ଜିତ ଓ ବ୍ୟାକୁଳ ହେଲି।’” Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।