ଯିରିମୀୟ 31:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)27 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି। Gade chapit laଓଡିଆ ବାଇବେଲ27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି। Gade chapit laପବିତ୍ର ବାଇବଲ27 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା। Gade chapit la |