Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦା; ଖଟା ହୋଇଅଛି, ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

29 “ଲୋକେ ଆଉ ଏପରି କଥା କେବେ କହିବେ ନାହିଁ ଯେ: ‘ପିତୃଗଣ ଅମ୍ଳ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହେବ।’

Gade chapit la Kopi




ଯିରିମୀୟ 31:29
5 Referans Kwoze  

ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।


ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।


ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।


ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।


Swiv nou:

Piblisite


Piblisite