ଯିରିମୀୟ 31:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)37 ସଦାପ୍ରଭୁ ଏହି କଥା କହନ୍ତି: ଯେବେ ଊର୍ଦ୍ଧ୍ଵସ୍ଥ ଆକାଶମଣ୍ତଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ-ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ37 ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି। Gade chapit la |
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।