Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍‍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ, ସେଠାରୁ ପରିମାଣ-ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।

Gade chapit la Kopi

ଓଡିଆ ବାଇବେଲ

39 ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍‍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।

Gade chapit la Kopi

ପବିତ୍ର ବାଇବଲ

39 ଆଉ ସେଠାରୁ ପରିମାପକ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ସେଠାରୁ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।

Gade chapit la Kopi




ଯିରିମୀୟ 31:39
4 Referans Kwoze  

ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”


Swiv nou:

Piblisite


Piblisite