ଯିରିମୀୟ 32:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)31 କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି। Gade chapit laଓଡିଆ ବାଇବେଲ31 କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି। Gade chapit laପବିତ୍ର ବାଇବଲ31 “ଆଉ ସେମାନେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ କେବଳ ଆମ୍ଭର କ୍ରୋଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂରେଇ ଦେବା। Gade chapit la |