ଯିରିମୀୟ 32:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି। Gade chapit laଓଡିଆ ବାଇବେଲ33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି। Gade chapit laପବିତ୍ର ବାଇବଲ33 “ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।