ଯିରିମୀୟ 32:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନୋହିବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ନୋହିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Gade chapit laଓଡିଆ ବାଇବେଲ40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ40 “‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”