Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଯିରିମୀୟ କହିଲେ, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ପବିତ୍ର ବାଇବଲ

6 ଯିରିମିୟ ବନ୍ଦୀ ଥିଲା ବେଳେ, “ସଦାପ୍ରଭୁଙ୍କର ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:

Gade chapit la Kopi




ଯିରିମୀୟ 32:6
3 Referans Kwoze  

ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”


ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’


ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”


Swiv nou:

Piblisite


Piblisite