ଯିରିମୀୟ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’ Gade chapit laପବିତ୍ର ବାଇବଲ (Re-edited) - (BSI)7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ଵାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି। Gade chapit laଓଡିଆ ବାଇବେଲ7 ‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’” Gade chapit laପବିତ୍ର ବାଇବଲ7 ‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’ Gade chapit la |
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।