ଯିରିମୀୟ 33:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laଓଡିଆ ବାଇବେଲ1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laପବିତ୍ର ବାଇବଲ1 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା। Gade chapit la |
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।