ଯିରିମୀୟ 33:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତିସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ। Gade chapit laଓଡିଆ ବାଇବେଲ12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।” Gade chapit laପବିତ୍ର ବାଇବଲ12 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଜନଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସ ସ୍ଥାନରେ ଓ ତହିଁର ସକଳ ନଗରରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ। ସେମାନେ ସେ ସ୍ଥାନରେ ଆପଣା ଆପଣା ମେଷପଲକୁ ବିଶ୍ରାମ କରାଇବେ। Gade chapit la |