ଯିରିମୀୟ 33:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Gade chapit laଓଡିଆ ବାଇବେଲ6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Gade chapit laପବିତ୍ର ବାଇବଲ6 “‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ। Gade chapit la |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।