ଯିରିମୀୟ 34:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣ ନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laଓଡିଆ ବାଇବେଲ20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ20 ଆମ୍ଭେ ସେମାନଙ୍କୁ ସେମାନଙ୍କର ଶତ୍ରୁଗଣ ହସ୍ତରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନଙ୍କର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ୟ ପଶୁମାନଙ୍କର ଖାଦ୍ୟ ହେବ। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।