Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଆମ୍ଭେମାନେ ତମ୍ଵୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।’

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦ‌‌‌ବ୍‌‌‌ଙ୍କର ସମସ୍ତ ଆଜ୍ଞା ଅନୁସାରେ କାର୍ଯ୍ୟ କରି ତମ୍ବୁରେ ବାସ କରୁଅଛୁ।

Gade chapit la Kopi




ଯିରିମୀୟ 35:10
3 Referans Kwoze  

ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;


ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’


ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।


Swiv nou:

Piblisite


Piblisite