ଯିରିମୀୟ 35:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ। Gade chapit laଓଡିଆ ବାଇବେଲ11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, “ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,” ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।’” Gade chapit laପବିତ୍ର ବାଇବଲ11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଯିହୁଦା ଆକ୍ରମଣ କଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ଯୋଗୁଁ ଆମ୍ଭେମାନେ ଯିରୁଶାଲମ ଯିବା,’ ଏଣୁ ଆମ୍ଭେମାନେ ଯିରୁଶାଲମରେ ବାସ କରୁଅଛୁ।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।