ଯିରିମୀୟ 35:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Gade chapit laଓଡିଆ ବାଇବେଲ14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Gade chapit laପବିତ୍ର ବାଇବଲ14 “ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।