ଯିରିମୀୟ 35:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି। Gade chapit laଓଡିଆ ବାଇବେଲ17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” Gade chapit laପବିତ୍ର ବାଇବଲ17 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।