Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ;

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,’”

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ଯିରିମିୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ନିଜ ପୂର୍ବପୁରୁଷ ଯିହୋନାଦ‌‌‌ବ୍‌‌‌ର ଆଜ୍ଞା ମାନିଅଛ, ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ।’

Gade chapit la Kopi




ଯିରିମୀୟ 35:18
4 Referans Kwoze  

ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


Swiv nou:

Piblisite


Piblisite