Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାଶନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ମୁଁ ହବତ୍‍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,

Gade chapit la Kopi

ପବିତ୍ର ବାଇବଲ

3 ତହୁଁ ମୁଁ ହବ‌‌‌ତ୍‌‌‌ସିନିୟର ପୌତ୍ର, ଯିରିମିୟର ପୁତ୍ର ଯାଶନିୟକୁ, ତାହାର ଭ୍ରାତୃଗଣଙ୍କୁ ଓ ତାହାର ସମସ୍ତ ପୁତ୍ରଙ୍କୁ ଆଉ ସମସ୍ତ ରେଖବୀୟ ବଂଶକୁ ଏକତ୍ରିତ କରି ସଙ୍ଗରେ ନେଲି।

Gade chapit la Kopi




ଯିରିମୀୟ 35:3
2 Referans Kwoze  

“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”


ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍‍ଦଲୀୟର ପୁତ୍ର ହାନନ୍‍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍‍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;


Swiv nou:

Piblisite


Piblisite